ମଙ୍ଗଳବାର ଦିନ ବାରିପଦାର ଐତିହାସିକ ଛଉ ପଡିଆ ଠାରେ ଅନୁଷ୍ଠିତ ମୟୂରଭଞ୍ଜ ମହୋତ୍ସବ ର ୨ୟ ସଂଧ୍ୟା ରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ବାରିପଦା ଉପ ଜିଲାପାଳ ଡ. ଦୟାସିନ୍ଧୁ ପରିଡା, ଅତିରିକ୍ତ ଏସପି ଦୀପକ ଗୋଚ୍ଛାୟତ, ଗ୍ରାମ୍ୟ ଉନ୍ନୟନ ଅଧିକ୍ଷଣ ଯନ୍ତ୍ରୀ ରାଜେଶ ପ୍ରଧାନ, ମୟୁରଭଞ୍ଜ ଜିଲ୍ଲା କଂଗ୍ରେସ ସଭାପତି (ପଶ୍ଚିମ ) ଭୁବନ ବିହାରୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ।