ଛତ୍ରପୁର: ଗଞ୍ଜାମରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ବୈଠକ: କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ବିକାଶ ଉପରେ ଗୁରୁତ୍ୱ
ଗଞ୍ଜାମ ଜିଲ୍ଲାରେ କୃଷି, ମତ୍ସ୍ୟଚାଷ ଓ ପଶୁପାଳନର ବିକାଶ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ। ଚାଷୀଙ୍କ ଆୟ ବୃଦ୍ଧି ଓ ଉତ୍ପାଦକ ଗୋଷ୍ଠୀଙ୍କୁ ସଶକ୍ତ କରିବା ଉପରେ ଦିଆଗଲା ଗୁରୁତ୍ୱ।