ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିନ ଅବସରରେ ତାଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରି ପ୍ରତ୍ୟେକ ଘରେ ‘ଆଶୀର୍ବାଦର ଦୀପ’ ଜଳାଇବାକୁ କବିସୂର୍ଯ୍ୟନଗର ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
#NarendraModi #Kabisuryanagar #PratapChandraNayak
Kabisuryanagar, Ganjam | Sep 16, 2026