ଛତ୍ରପୁର: ଗଞ୍ଜାମ ଖଣ୍ଡିଦେଉଳି ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ଗଞ୍ଜାମ ବ୍ଲକ୍ର ଖଣ୍ଡିଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ାକ୍ତର ମୁକେଶ ମହାଲିଙ୍ଗ। ସ୍ୱାସ୍ଥ୍ୟସେବାର ସମୀକ୍ଷା କରିବା ସହ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ।