ବାଲିକୁଦା: କଣିଆ ବଜାର ନିକଟରେ ଭାରତୀୟ ଜନତା ପାର୍ଟି ଘୋଷଣା କରିଥିବା ବିଧାୟକ ପ୍ରାର୍ଥୀଙ୍କୁ ବିରୋଧ କରି ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
ଆଜି ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀର କଣିଆ ଠାରେ ଥିବା ବିଜେପି ପାର୍ଟି ଅଫିସରେ ଘୋଷଣା କରିଥିବା ବିଧାୟକ ପ୍ରାର୍ଥୀଙ୍କୁ ବିରୋଧ କରି ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି l