ଛଟ୍ ପୂଜା ଅବସରରେ ରାଜ୍ୟବାସୀ ଏବଂ ବ୍ରଜରାଜନଗର ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ମନ୍ତ୍ରୀ।