ଛତ୍ରପୁର: ପାଟପୁର ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଛତ୍ରପୁର ଠାରେ ପ୍ରତିକ୍ରିୟା ରଖିଲେ ଅତିରିକ୍ତ ଏସପି
Chhatrapur, Ganjam | Jul 20, 2025
ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଏନେଇ ପୋଲିସ ପକ୍ଷରୁ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ...