କୋଟିଆକୁ ନେଇ ପୁଣି ତେଜିଲା ଓଡ଼ିଶା-ଆନ୍ଧ୍ର ବିବାଦ।
କୋଟିଆକୁ ନେଇ ପୁଣି ମୁହାଁମୁହିଁ ଓଡ଼ିଶା ଓ ଆନ୍ଧ୍ର ପ୍ରଶାସନ। ସୀମାନ୍ତ ନେରିଡ଼ିୱାଲସାରେ ଦୁଇ ରାଜ୍ୟର ପୋଲିସ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି। ଆନ୍ଧ୍ରର ନିର୍ବାଚନୀ କାର୍ଯ୍ୟକଳାପକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାରିକେଡ୍ କରାଯାଇଥିବା ବେଳେ ଆନ୍ଧ୍ର ପୋଲିସ ଏହାକୁ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି।
Jeypore, Koraput | Nov 3, 2026