Public App Logo
Jansamasya
हादसा
News
Bjp
National
Police
Bihar
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse
Uttarakhand
Crimenews
No video available

ଖଣ୍ଡପଡା: ଖଣ୍ଡପଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ଉତ୍ସବ ପାଳିତ।

Khandapada, Nayagarh | Apr 10, 2024
ଖଣ୍ଡପଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମଙ୍ଗଳବାର ସକାଳ ୮ଟା ସମୟରେ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଚୈତ୍ର ଶୁକ୍ଳ ପ୍ରତିପଦକୁ ହିନ୍ଦୁ ନବବର୍ଷ ରୂପେ ପାଳନ କରାଯିବା ସହ ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଖଣ୍ଡପଡ଼ା ନଗର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମରେ ଖଣ୍ଡପଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନଚାର୍ୟ୍ଯଙ୍କ ସମେତ, ଗୁରୁଜୀ ଗୁରୁମା,୧୦୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ମାନେ ସାମିଲ ହୋଇଥିଲେ।
ଖଣ୍ଡପଡା: ଖଣ୍ଡପଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ଉତ୍ସବ ପାଳିତ। - Khandapada News