ଚମ୍ପୁଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିମିଳା ଷ୍ଟାଡିୟମରେ ଆଜି ଅନୁଷ୍ଠିତ ହୋଇଛି ସାଂସଦ ଖେଳ ମହୋତ୍ସବ। ଆଜିର ଉଦଘାଟନୀ ଉତ୍ସବରେ ମାନ୍ୟବର କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ବଡ଼ବିଲ ପୌରନିର୍ବାହୀ ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ, ଯୋଡ଼ା ବିଡ଼ିଓ ଦେନିଶ ବେହେରା, ଚମ୍ପୁଆ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଜଗନ୍ନାଥ ବେହେରା ପ୍ରମୁଖ ଯୋଗ ଦେଇଥିଲେ।