ବିଷମକଟକ: ଭିଜିଲାନ୍ସ ଜାଲରେ ଅଧିକ୍ଷଣ ଯନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍। ରାୟଗଡା ଜନସ୍ବାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ ଅଧିକ୍ଷଣ ଯନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍। ରାୟଗଡା ଜନସ୍ବାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ସହଦେବ କିଶାନ ଜଣେ ଠିକାଦାରଙ୍କ ଠାରୁ ବିଲ ପାସ୍ କରିଦେବା ନେଇ ଲକ୍ଷାଧିକ ଟଙ୍କା ଲାଞ୍ଚ ନେଉଥିଲେ।ବୁଧବାର ଅପରାହ୍ନ 5 ଟା ସମୟରେ ଜଣାଯାଇଛି