ଧର୍ମଗଡ: ଟିପିଗୁଡା ରେ ପ୍ରବାସି ଶ୍ରମିକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ
ତାଲୁକ ଆଇନ ସେବା ସମିତି ଧର୍ମଗଡ ତରଫରୁ ରବିବାର ସକାଳ ୧୦ ଟା ରୁ ଟିପିଗୁଡା ପଂଚାୟତ କାର୍ଯ୍ୟାଳୟ ରେ ଅତିରିକ୍ତ ଜିଲ୍ଲା ଜଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପ୍ରବାସି ଶ୍ରମିକ ମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I