ଯଶିପୁର: ଯଶିପୁରରେ ୩୮ତମ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ: ଯୋଗଦେଲେ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ
ମୟୂରଭଞ୍ଜ ଜିଲ୍ଲା ଯଶିପୁର କିଟି ସାହିଠାରେ ଆୟୋଜିତ ୩୮ତମ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଛି। କାର୍ଯ୍ୟକ୍ରମରେ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗଦେଇ ବିଜେତା ଦଳଙ୍କୁ ପୁରସ୍କୃତ କରିବା ସହ ଖେଳାଳିଙ୍କୁ ଉତ୍ସାହିତ କରିଛନ୍ତି।