ପରଜଙ୍ଗ: କାମାକ୍ଷାନଗର ଥାନା ପରିସରରେ ମାଆ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
କାମାକ୍ଷାନଗର ଥାନା ପରିସରରେ ମାଆ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ। ଉପସ୍ଥିତ ଥିଲେ ଏଡିପିଓ ରଜନୀକାନ୍ତ ସାମଲ ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପରିସରରେ ବୁଧବାର ସକାଳ ୧୦ଟାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ମନ୍ତ୍ରୀଙ୍କ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନକୁ ଦେଶ ବ୍ୟାପି ନିଆରା ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ଏହି ଅବସରରେ କାମାକ୍ଷାନଗର ଥାନା ପରିସରରେ ମାଆ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଏଡ଼ିପିଓ ରଜନୀକାନ୍ତ ସାମଲ ଥାନା ଅଧିକାରୀ ଆଶିଷ କୁମାର ଜେନାଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ ମା