ଛତ୍ରପୁର: ଗଞ୍ଜାମ ବ୍ଲକରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ: ସଫେଇ କଲେ ଅଧିକାରୀ ଓ କର୍ମଚାରୀ
ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ସେବା ସଂକଳ୍ପ ଅଭିଯାନ ଅଧୀନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ନେତୃତ୍ୱରେ ସଫେଇ ଅଭିଯାନ ସହ ସ୍ୱଚ୍ଛତା ମିତ୍ରଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।