Public App Logo
Jansamasya
News
पुलिस
Bjp
National
Police
Bihar
बिहार
कांग्रेस
मौत
बीजेपी
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी

ରେଢାଖୋଲ: ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ଳକ ସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

Rairakhol, Sambalpur | Dec 3, 2025
ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ଳକ ସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ବୁଧବାର ସକାଳେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ତାଲୁକ ଆଇନ ସେବା ପ୍ରାଧିକରଣ ଓ ସମଗ୍ର ଶିକ୍ଷାର ମିଳିତ ପ୍ରଚେଷ୍ଟାରେ ଆୟୋଜିତ ଏହି ଦିବସକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ସବ ଜର୍ଜ କୋର୍ଟର ମାନ୍ୟବର ବିଚାରପତି ପାର୍ଥ ସାରଥି ପଟନାୟକ , ସନ୍ତୋଷ କୁମାର ପାଣିଗ୍ରାହୀ , ଏସଡି‌ଜେଏମ ଇପସିତା ନନ୍ଦ ଙ୍କ ସମେତ ଅନ୍ୟ ଅତିଥିମାନେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ଶୁଭାରମ୍ଭ କରିଥିଲେ ।‌