ଯାଜପୁର: ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯାଜପୁର ରୋଡ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Jajapur, Jajpur | Sep 17, 2025 ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯାଜପୁର ରୋଡ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି l ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉଦେଶ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଆରମ୍ଭ ହେଉଛି l ଏହି ପରିପକ୍ଷରେ ଆଜି ଯାଜପୁର ରୋଡ ସ୍ୱାସ୍ଥ୍ୟ କେନ୍ଦ୍ରା ଅଧିକାରୀ ଡାକ୍ତର ପ୍ରସଂଜିତ କରଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ କୋରେଇ ବିଧାୟକ ଆକାଶ ଦାସନାୟକ ଅତିଥିଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ l