ପାଟଣାଗଡ: ପାଟଣାଗଡ଼ରେ ସମଲେଶ୍ୱରୀ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ଖେଳାଳିଙ୍କୁ ଉତ୍ସାହିତ କଲେ ଉପମୁଖ୍ୟମନ୍ତ୍ରୀ
ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରେ ଅନୁଷ୍ଠିତ ହୋଇଛି ସମଲେଶ୍ୱରୀ କପ୍ ନକ୍ ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ। ସମଲେଶ୍ୱରୀ କ୍ଲବ ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖେଳାଳିଙ୍କ ମନୋବଳ ବଢ଼ାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ।