ତରାଶିଙ୍ଗୀ: ବାତ୍ୟା ମୁକାବିଲା ପାଇଁ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ସମ୍ଭାବ୍ୟ ବାତ୍ୟା ଦାନାର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏନେଇ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଦିନ ୨ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଖଣ୍ଡ ଅଧିନ ସମସ୍ତ ବ୍ଲକର ବିଡ଼ିଓ, ତହସିଲଦାର, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ବାତ୍ୟା ପୁର୍ବ ଓ ପରବର୍ତ୍ତୀ ସମୟରେ କିଭ