ଜଗତସିଂହପୁର: ବାଂଶ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ଯୋଗଦେଲେ ବିଧାୟକ
ନାଉଗାଁ ବ୍ଲକ ବାଂଶ ପଞ୍ଚାୟତରେ ଆଜି ମଧ୍ୟାହ୍ନରେ ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଯୋଗଦେଇ ପଞ୍ଚାୟତରେ ହେଉଥିବା ଉନ୍ନତି ସମ୍ପର୍କରେ ସଚେତନତା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଭାଗୀୟ ଅଧିକାରୀ ଓ ଜନପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ।