କୋରାପୁଟ ସହର: କୋରାପୁଟ ଜିଲ୍ଲାରେ ରବିବାର ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ନେଇ ୟେଲୋ ୱାର୍ଣିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର
Koraput Town, Koraput | Sep 13, 2025
କୋରାପୁଟ ଜିଲ୍ଲାରେ ରବିବାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ସହ ବିଜୁଳି ଘଡ଼ଘଡ଼ି ହେବା ନେଇ ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ...