ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ଆନୁକୁଲ୍ୟରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ।
Lanjigarh, Kalahandi | Sep 9, 2025
ଆଜି ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ଆନୁକୁଲ୍ୟରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ଶିବିରରେ ବିଡିଓ...