Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ବାଲେଶ୍ବର ମ୍ୟୁନିସିପାଲଟି: ଝାଡେଶ୍ୱର୍ ଇଣ୍ଟର ନ୍ୟାସନାଲ ସ୍କୁଲ୍ ରେ ଭାରତୀୟ ସଂସ୍କୃତି ଜ୍ଞାନ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ,ଯୋଗଦେଲେ ଅତିରିକ୍ତ ଜିଲ୍ଲାପାଳ

Baleshwar M, Balasore | Dec 14, 2025
ଝାଡ଼େଶ୍ୱର ଇଣ୍ଟର ନେସନାଲ ସ୍କୁଲଠାରେ ଆୟୋଜିତ ଭାରତୀୟ ସଂସ୍କୃତି ଜ୍ଞାନ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ରବିବାର ଦିନ ୧୨:୩୦ରେ ସମାପନ କରାଯାଇଥିଲା।