Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

ତାଳଚେର ସଦର: ତାଳଚେରରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

Talcher Sadar, Angul | Jan 5, 2026
ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ସକାଳ ୧୦ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୪୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ଓ ୧୮ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।
ତାଳଚେର ସଦର: ତାଳଚେରରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ - Talcher Sadar News