Public App Logo
Jansamasya
News
Bjp
National
Police
Bihar
कांग्रेस
मौत
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी
Crimenews
Kolkata
Aap

ନବରଙ୍ଗପୁର ପୋଲିସ ଷ୍ଟେସନ: ଲକଡ଼ିପଲା ଓଡିଶା ଆଦର୍ଶ ବିଦ୍ୟାଳୟର ୫ମ ବାର୍ଷିକ ଉତ୍ସବରେ ଯୋଗଦେଲେ ନବରଙ୍ଗପୁର ବିଧାୟକ

ଲକଡ଼ିପଲା ଗ୍ରାମରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ୫ମ ବାର୍ଷିକ ବହୁ ଆଢମ୍ବର ରେ ଅନୁଷ୍ଠିତ ହୋଇଯାଇଛି l ଆଦର୍ଶ ବିଦ୍ୟାଳୟ ରେ ଉତ୍ତମ ଶିକ୍ଷା ପ୍ରଦାନ କରିବା ସହ ଦେଶ ଗଠନର ଶିକ୍ଷା ଓ ପ୍ରେରଣା ଦିଆଯାଉଛି l ଏହି ଉତ୍ସବରେ ଆଜି ଅପରାହ୍ନ ୩ ଘଣ୍ଟା ସମୟରେ ନବରଙ୍ଗପୁର ବିଧାୟକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କ ଉଜ୍ୱଳ ଭବିଷ୍ୟତ ନିମନ୍ତେ ପ୍ରେରଣା ଦେବା ସହ କୃତିତ୍ୱ ଛାତ୍ର ଛାତ୍ରୀ ଏବଂ ଅଭିଭାବକ ମାନଙ୍କୁ ସମ୍ମାନିତ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଅଧକ୍ଷା,ବ୍ଲକ ଉପାଧ୍ୟକ୍ଷ, ସାଂସଦ ପ୍ରତିନିଧି ସନ୍ତୋଷ ପାତ୍ର ଉପସ୍ଥିତ ଥିଲେ l