ଧର୍ମଗଡ: ବିଡ଼ିଓଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କଲମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହେଲା ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
Dharamgarh, Kalahandi | Sep 12, 2025
ଶୁକ୍ରବାର କଲମପୁର ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହେଇଯାଇଛି। ଏଥିରେ ୩୮୮ ଜଣ ହିତାଧିକାରୀଙ୍କ...