Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

କବିସୂର୍ଯ୍ୟନଗର: ବେଗୁନିଆପଡା ବ୍ଲକରେ ନୂତନ ବିଡ଼ିଓ ଙ୍କ ଯୋଗଦାନ

Kabisuryanagar, Ganjam | Jan 12, 2026
ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତିଭାସନ ଙ୍କ ନିର୍ଦେଶ କ୍ରମେ ଗଞ୍ଜାମ ଡେପୁଟି କଲେକ୍ଟର ଦିବ୍ୟରଞ୍ଜନ ବିଶ୍ୱାଳ ସୋମବାର ଦିନ ବେଗୁନିଆପଡା ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ତାଙ୍କ କାର୍ଯ୍ୟାଳୟ ରେ ଅନେକ ଜନପ୍ରତିନିଧି, ସରକାରୀ କର୍ମଚାରୀ ଓ ଜନସାଧାରଣ ଦେଖାକରି ଶୁଭେଚ୍ଛା ଜଣାଇଛନ୍ତି । ପ୍ରକାଶ ଥାଉ କି ଗତ ସେପ୍ଟେମ୍ବର 2024 ରୁ ରାଜ୍ୟ ସରକାରଙ୍କ ପଂଚାୟତରାଜ ଓ ପାନୀୟ ଜଳ ଯୋଗାଣ ବିଭାଗର ନୋଟିଫିକେସନ ନମ୍ବର 22232,ତା 26/9/24 ରେତତ୍କାଳୀନ ବେଗୁନିଆପଡା ବିଡ଼ିଓ ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ବଦଳି କରାଯାଇଥିଲା ।