ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟସ୍ଥିତ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମହାସମାଧାନ ଶିବିର ଅନୁଷ୍ଠିତ
ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟସ୍ଥିତ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମହାସମାଧାନ ଶିବିର ଅନୁଷ୍ଠିତ ହୋଇଛି l ଝାରସୁଗୁଡା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଆଜି ସୋମବାର ପୂର୍ବାହ୍ନ ୧୧ ଟା ରୁ ଅପରାହ୍ନ ୧ ଟା ୩୦ ଯାଏଁ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରାଘବେନ୍ଦ୍ର ରେଡ୍ଡି, ଅତିରିକ୍ତ ଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ବାଇଁ, ଉପ ଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ମହେଶ ମୋହନ ପଣ୍ଡାଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଶିବିରରେ ଉପସ୍ଥିତ ଥିଲେ। ଶିବିରରେ ମୋଟ ୮୩ଗୋ