Public App Logo
Jansamasya
National
Fidfimpact
South_delhi
Pmmsy
Haryana
Matsyasampadasesamriddhi
���ीएसटी
Cybersecurityawareness
Nextgengst
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
Worldenvironmentday
Beattheheat

ବିଞ୍ଝାରପୁର: ବରୁଣେଶ୍ବର ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଉପଲକ୍ଷେ ଯୁବ ରେଡ଼କ୍ରସ ସ୍କାଉଟ ଓ ଗାଇଡ଼ ମିଳିତ ସହଯୋଗରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ

Binjharpur, Jajpur | Nov 11, 2025
ବରୁଣେଶ୍ବର ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଉପଲକ୍ଷେ ଯୁବ ରେଡ଼କ୍ରସ ସ୍କାଉଟ ଓ ଗାଇଡ଼ ମିଳିତ ସହଯୋଗରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷା ବିନ୍ଦୁରେଖା ନାୟକଙ୍କ ସଭାପତିତ୍ୱ ରେ ଆୟୋଜିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ବଟକୃଷ୍ଣ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ | ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିବା ପାଇଁ ଉପଜିଲ୍ଲାପାଳ ରକ୍ତଦାନ କରିଥିଲେ | ଏହି ଶିବିରରୁ ମୋଟ 60 ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା | ଛାତ୍ର ଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଏହି ଶିବିର ପରିଚଳନା କରିଥିଲେ |

MORE NEWS