Public App Logo
Jansamasya
National
Vandebharatexpress
Didyouknow
Shahdara
New_delhi
Delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଦେବଗଡ: କନ୍ଦର୍ପ ଗ୍ରାମରେ ଦ୍ୱିଦିବସୀୟ ଫୁଟବଲ ଟୁର୍ଣ୍ଣାମେଂଟ ଉଦଯାପିତ, ଯୋଗଦେଲେ ବିଧାୟକ

ତିଲେଇବଣି ବ୍ଲକ ଅନ୍ତର୍ଗତ ଲଇମୁରା ପଂଚାୟତ କନ୍ଦର୍ପ ଗ୍ରାମରେ ନୀଳଚକ୍ର ଯୁବକ ସଙ୍ଘ ପକ୍ଷରୁ ଆୟୋଜିତ ଦ୍ୱିଦିବସୀୟ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଂଟ ରବିବାର ସନ୍ଧ୍ୟା ପ୍ରାୟ ୫ ଟାରେ ଉଦଯାପିତ ହୋଇଯାଇଛି । ୧୬ ଟି ଟିମକୁ ନେଇ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଂଟର ଫାଇନାଲ ମ୍ୟାଚରେ ଲଇମୁରା ଦଳକୁ ୧-୦ ଗୋଲରେ ପରାସ୍ତ କରି ଲମ୍ବଡୁରା ଚମ୍ପିୟାନ ହୋଇଥିଲା । ଏହି ଅବସରରେ ଆୟୋଜକ ଅନୁଷ୍ଠାନର ସଭାପତି ଦୁର୍ଗାଚରଣ ନାୟକଙ୍କ ସଭାପତିତ୍ୱରେ ହୋଇଥିବା ଉଦଯାପନୀ ତଥା ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ଯୋଗଦେଇଥିଲେ ।

MORE NEWS