Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ରେଢାଖୋଲ: ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ବ୍ଳକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲାଗିଲା ୧୫ ହଜାରରୁ ଅଧିକ ଗଛ

Rairakhol, Sambalpur | Sep 17, 2025
ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୫ ତମ ଜନ୍ମ ଦିନ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ବୁଧବାର ସକାଳେ ରେଢ଼ାଖୋଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଦଳିଗଡ଼ ଗ୍ରାମ ପଞ୍ଚାୟତ ପରିସର ଏବଂ ଅର୍ଜୁନ ଡିଗ୍ରୀ କଲେଜ୍ ପରିସର ରେ ରେଢ଼ାଖୋଲ ଉପଖଣ୍ଡ ପ୍ରଶାସନ ଏବଂ ଅର୍ଜୁନ ଡିଗ୍ରୀ କଲେଜ୍, କଦଳୀଗଡ଼ ମିଳିତ ଆନୁକୁଲ୍ୟରେ "ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

MORE NEWS