ସୋରଡା: ସୋରଡ଼ା ବ୍ଲକ ଅନ୍ତର୍ଗତ ଗୌଡ଼ ଗୋଠ ଗ୍ରାମରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅଭିଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି
Surada, Ganjam | Sep 15, 2025 ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ସୋରଡ଼ା ବ୍ଲକ ଅନ୍ତର୍ଗତ ଗୌଡ଼ଗୋଠ ଗ୍ରାମରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅଭିଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି. ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ତନ୍ମୟ କୁମାର ପାତ୍ର ଏହି କାର୍ଯ୍ୟକ୍ରମ ରେ ସାମିଲ ଥିବା ବେଳେ ସୋରଡ଼ା ତହସିଲଦାର, ଥାନା ଅଧିକାରୀ ଙ୍କ ସମତେ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।