ଓଡ଼ିଶା ବିଧାନସଭା ପରିସରରେ ବିପ୍ଳବୀ ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ @MahalingMukesh ଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି।
@MohanMOdisha @CMO_Odisha @suramapadhybjp @KVSinghDeo1