ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ଚଳିତ ୨୦୨୫ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ଠାରୁ ମାର୍ଗଶିର ଶୁକ୍ଲ ପ୍ରତିପଦ। ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ଦେବ ଦୀପାବଳୀ ନୀତି ପାଳନ ଅବସରରେ ନବରଙ୍ଗପୁର ଶ୍ରୀଜଗନ୍ନାଥ ନୀତି ପରିଚାଳନା ନିଯୋଗ ପକ୍ଷରୁ ପବିତ୍ର ମାର୍ଗଶିର ଅମାବାସ୍ୟା ବା ଆଜି ଅର୍ଥାତ୍ ଗୁରୁବାର ନବରଙ୍ଗପୁର ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଙ୍କ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହୋଇଯାଇଛି