Public App Logo
Jansamasya
News
Bjp
National
Bihar
India
कांग्रेस
बीजेपी
Uttar_pradesh
विधायक
Congress
Modi
Delhi
Viral
Crime
शिक्षा
Jharkhand
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
स्कूल
Haryana
Uttarpradesh
No video available

ଝାରସୁଗୁଡା: ପୁରୁଣା ବସଷ୍ଟାଣ୍ଡ ସ୍ଥିତ କଂଗ୍ରେସ କାର୍ଯ‍୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

Jharsuguda, Jharsuguda | Dec 30, 2024
ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼ାକ୍ତର. ମନମୋହନ ସିଂହ ଙ୍କୁ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସ ଦଳର ସଦସ୍ୟଙ୍କ ତରଫରୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ। ଆଜି ଦିନ ୧୨ ଟା ସମୟରେ ଝାରସୁଗୁଡ଼ା ପୁରୁଣା ବସଷ୍ଟାଣ୍ଡ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭା ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼ା. ମନମୋହନ ସିଂହ ଙ୍କୁ ଶ୍ରଦ୍ଧାଞ୍ଜଳୀ ଦିଆଯାଇଛି।
ଝାରସୁଗୁଡା: ପୁରୁଣା ବସଷ୍ଟାଣ୍ଡ ସ୍ଥିତ କଂଗ୍ରେସ କାର୍ଯ‍୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ - Jharsuguda News