ମାହାଙ୍ଗା: ମାହାଙ୍ଗା ବ୍ଳକ କଂଗ୍ରେସ ସଭାପତିଙ୍କ ଅଧ୍ୟକ୍ଷତାରେ ଦୌଲତପୁର ଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ।
ମାହାଙ୍ଗା ବ୍ଳକ କଂଗ୍ରେସ ସଭାପତିଙ୍କ ଅଧ୍ୟକ୍ଷତାରେ ଦୌଲତପୁର ଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ। ଆଜି ସୋମବାର ରାତ୍ର 8ଘଟିକା ସମୟରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାଥୀ ତଥା ପିସିସି ଶୃଙ୍ଖଳା କମିଟି ସଦସ୍ୟ ଶ୍ରୀଯୁକ୍ତ ଦେବେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱ ରେ ମାହାଙ୍ଗା ବ୍ଲକ କଂଗ୍ରେସ ସଭାପତି ଅଲେଖ ପ୍ରସାଦ ସ୍ୱାଇଁଙ୍କ ଅଧକ୍ଷତାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଅନ୍ୟ ଦଳ ଛାଡି 20ରୁ ଉର୍ଦ୍ଧ୍ବ କର୍ମୀ ଆନୁଷ୍ଠାନିକ ଭାବେ କଂଗ୍ରେସ ଦଳରେ ଯୋଗଦାନ କରିଛନ୍ତି।