ବୀରମିତ୍ରପୁର: ନୂଆଗାଁ ବ୍ଲକର ଗୋଷ୍ଠୀ ଶିକ୍ଷାଧିକରୀ କାର୍ଯ୍ୟାଳୟ ଅନ୍ତର୍ଗତ ବିଦ୍ୟାଳୟଗୁଡିକରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ।
ନୂଆଗାଁ ବ୍ଲକର ଗୋଷ୍ଠୀ ଶିକ୍ଷାଧିକରୀ କାର୍ଯ୍ୟାଳୟ ଅନ୍ତର୍ଗତ ବିଦ୍ୟାଳୟଗୁଡିକରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି।ଏଥିରେ ବିଦ୍ୟାଳୟଗୁଡିକରେ କାର୍ଯ୍ୟକ୍ରମକୁ ନେଇ ପ୍ରଥମେ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀଶପଥ ପାଠ କଲେ।