ପଟ୍ଟାଙ୍ଗୀ: ସେମିଳିଗୁଡା ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ପରବ ମହୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଆଜି ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେମିଳିଗୁଡା ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ପରବ ସେମିଳିଗୁଡା ବ୍ଲକରେ ପାଳନ କରିବା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଥିବା ଦିନ ୧୨.୩୦ଟା ସମୟରେ ଦେଖିବାକୁ ମିଳିଛି। ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କୁଟୁଣୀପଦର ଶିବ ମନ୍ଦିରରୁ ପରବ ୨୦୨୫ ଶୁଭାରମ୍ଭ କରାଯିବ ।ଏହି ପରିପେକ୍ଷୀରେ ସେମିଳିଗୁଡା ବ୍ଲକରେ ଡିସେମ୍ବର ୨,୩ରେ ପାଳନ କରାଯିବ ନେଇ ସ୍ଥିର କରାଯାଇଛି।