କେନ୍ଦ୍ରାପଡା: ମହାଷ୍ଟମୀରେ ମହାକାଳପଡ଼ା ପୂଜା ମଣ୍ଡପ ବୁଲିଲେ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ
ମହାଷ୍ଟମୀ ତିଥିରେ ମହାକାଳପଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ମା' ଦୁର୍ଗାଙ୍କ ଦର୍ଶନ କରିବା ସହ ଅଞ୍ଚଳବାସୀଙ୍କୁ ଜଣାଇଲେ ଶାରଦୀୟ ଶୁଭେଚ୍ଛା।