Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

ତଲସରା: ତଳସରା: ସବଡେଗାରେ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

Talasara, Sundargarh | Nov 21, 2025
ତଳସରା ସବଡେଗା ନ୍ୟୁ ଓଡ଼ିଶା ଉଚ୍ଚ ବିଦ୍ୟାଳୟ ଗାଇବିରା ଠାରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଯୋଗଦେଇ ଉଦଘାଟନ କରିଥିଲ । ପରେ କୃତୀ ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ଛାତ୍ରଛାତ୍ରୀ ଅଭିଭାବକ ସାମିଲ ହୋଇଥିଲେ।