ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ଅନ୍ତର୍ଗତ ପରାବିଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଦୁଇଟା ବେଳେ ବିଜେପିର ସାଂଗଠାନିକ ବୈଠକ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ପାଳଲହଡା ବିଧାୟକ ଅଶୋକ ମହାନ୍ତି ଯୋଗ ଦେଇଥିବା ବେଳେ ଅନ୍ୟଦଳର କିଛି କର୍ମୀ ବିଜେପି ଦଳରେ ସାମିଲ୍ ହୋଇଥିବା ସୂଚନା ମିଳିଛି।