ଜଟଣୀ: ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ରେଳ ସୁରକ୍ଷା ବଳ ପକ୍ଷରୁ ମାନବ ଚାଲାଣ ବିରୋଧୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Jatani, Khordha | Jul 25, 2025 ଜଟଣୀ ସ୍ଥିତ ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନରେ ରେଳ ସୁରକ୍ଷା ବଳ ବିଭାଗ ପକ୍ଷରୁ ମାନବ ଚାଲାଣ ବିରୋଧୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମ ଆଜି ଅପରାହ୍ନ ସାଢେ 5 ଘଣ୍ଟିକା ସମୟରେ ଅନୁଷ୍ଠିତ ହୋଇଥିଲା |