ସଦର: କଳାହାଣ୍ଡି ଜିଲ୍ଲା ଅଞ୍ଚଳର ପଞ୍ଚଦେବ ଭୋଇଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଆଜି କଳାହାଣ୍ଡି ଜିଲ୍ଲା ଅଞ୍ଚଳର ପଞ୍ଚଦେବ ଭୋଇ (ପିତା- ଟିକେଶ୍ୱର ଭୋଇ) ଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।