ବୀରମହାରାଜପୁର: ଚାରଭଟା ପଂଚାୟତ ରେ ସାମାଜିକ ସମୀକ୍ଷା ଆରମ୍ଭ ହୋଇଛି
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଚାରଭଟା ପଂଚାୟତ ରେ ଆଜି ପ୍ରଥମ ପର୍ଯ୍ୟାୟ ରେ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟୀତ୍ୱ ଓ ସ୍ୱଛତା ସମିତି ତଥା ଜ଼ିଲ୍ଲା ପରିଷଦ ସୁବର୍ଣ୍ଣପୁର ତରଫରୁ ସାମାଜିକ ସମୀକ୍ଷା ଆରମ୍ଭ ହୋଇଛି, ବିଗତ ଛଅ ମାସ ମଧ୍ୟରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ହୋଇଥିବା ପ୍ରକଳ୍ପ ଗୁଡିକର ନଥିପତ୍ର ଯାଞ୍ଚ ସହ ପ୍ରକଳ୍ପ ସ୍ଥଳ ଯାଞ୍ଚ କରାଯାଇଥିଲା।