କଣିହାଁ ବ୍ଲକ ଖାଲପାଳ ଗ୍ରାମର ପବିତ୍ର ସାହୁ ଅସୁସ୍ଥ ହୋଇ କିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତି।