Public App Logo
Jansamasya
National
Bihar
Madhya_pradesh
Indianrailways
Patanjali
New_delhi
Chandigarh
South_delhi
Shahdara
Beattheheat
���हीद_दिवस
Swachhbharat
North_east_delhi
Nagaland
East_delhi
Tbmuktbharat
North_delhi
West_delhi
Responsiblerailyatri
Notoadulteration
Railinfra4uttarpradesh
Railone
North_west_delhi
���िश्व_जल_दिवस
Educationforall
Worldwaterday
Capacitybuilding
���ंतर्राष्ट्रीय_वन_दिवस
Railsafety

ଜଟଣୀ: ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ କାର୍ଯ୍ୟାଳୟରେ ଯୋଗ ଦେଲେ ନୂତନ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପ୍ରବନ୍ଧକ ଆଲୋକ ତ୍ରିପାଠୀ

Jatani, Khordha | Jul 28, 2025
ଜଟଣୀ ସ୍ଥିତ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ କାର୍ଯ୍ୟାଳୟରେ ଯୋଗ ଦେଲେ ନୂତନ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପ୍ରବନ୍ଧକ ଆଲୋକ ତ୍ରିପାଠୀ | ସେ ଆଜି ଅପରାହ୍ନ ସାଢେ 5 ଘଣ୍ଟିକା ସମୟରେ ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି |