ରାଇରଙ୍ଗପୁର ସହର: ରାଇରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ଠାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ରେ ରାଷ୍ଟ୍ରୀୟ ଏକତା ଦିବସର "ଶପଥ ପାଠ" ଅନୁଷ୍ଠିତ
ଭାରତର ଲୌହ ମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପରିପ୍ରେକ୍ଷୀରେ ରାଇରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ତରଫରୁ ସମ୍ମିଳନୀ କକ୍ଷରେ ଶୁକ୍ରବାର ଦିନ ପ୍ରାୟ ୧୧ଟାରେ ଏକ ଶପଥ ପାଠ ଉତ୍ସବ ଆୟୋଜିତ ହୋଇଯାଇଛି।