କଟକ ପୌରାଞ୍ଚଳ: ଦରଦାମ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ
ଦରଦାମ ବୃଦ୍ଧିକୁ ନେଇ ଆଜି ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ବିଧାନସଭା ଘେରାଉ କରାଯାଇଛି। ସରକାର ଦରଦାମ ନିୟନ୍ତ୍ରଣରେ ବିଫଳ ହୋଇଥିବା ଅଭିଯୋଗ କରି ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରିବାକୁ ଦଳ ଚେତାବନୀ ଦେଇଛି।