Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
Coronavirus
कांग्रेस
मौत
Accident
Congress
Modi
Delhi
Viral
मध्यप्रदेश
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
Chhattisgarh
Uttarpradesh
Haryana
Uttarakhand
लखनऊ

ରାଉରକେଲା ମ୍ୟୁନିସିପାଲଟି: ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ୩୫ତମ ବୋଇତବନ୍ଦାଣ ଉତ୍ସବ ଅନୁଷ୍ଠିତ ହେଵବୋଲି ସାମ୍ବାଦିକ ସମ୍ମିଳନୀରେ ସାଧାରଣ ସମ୍ପାଦକ ସୂଚନା ଦେଲେ

Raurkela M, Sundargarh | Oct 31, 2025
ଅକ୍ଟୋବର ୩୧ତାରିଖ ସକାଳ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ୩୫ତମ ବୋଇତ ବନ୍ଦାଣ ଉତ୍ସବ ଆସନ୍ତା ନଭେମ୍ବର ମାସ ୩, ୪ ଓ ୫ ତାରିଖରେ ସେକ୍ଟର ୨ ଦୁର୍ଗାପୂଜା ପଡିଆରେ ହେଵ ବୋଲି ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ଶଙ୍କର ଜେନା ପ୍ରକାଶ କରିବା ସହ ଅନୁଷ୍ଠାନର ଯୁବ ଓ ବରିଷ୍ଠ ସଦସ୍ୟଗଣ ଉପସ୍ଥିତ ଥିଲେ
ରାଉରକେଲା ମ୍ୟୁନିସିପାଲଟି: ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ୩୫ତମ ବୋଇତବନ୍ଦାଣ ଉତ୍ସବ ଅନୁଷ୍ଠିତ ହେଵବୋଲି ସାମ୍ବାଦିକ ସମ୍ମିଳନୀରେ ସାଧାରଣ ସମ୍ପାଦକ ସୂଚନା ଦେଲେ - Raurkela M News