ବାରିପଦା ମ୍ୟୁନିସିପାଲଟି: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ସଚିବଙ୍କ ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତ
ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କମିଶନର ତଥା ସଚିବ ଭୂପେନ୍ଦ୍ର ସିଂ ପୁନିଆ ଏବଂ ବିଭାଗର ଅତିରିକ୍ତ ସଚିବ ବିଶ୍ୱ ରଞ୍ଜନ ରଥ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଥିଲେ। ଉକ୍ତ ଗସ୍ତ କାର୍ଯ୍ୟକ୍ରମ ସମୟରେ ପ୍ରଶାସନ ତରଫରୁ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। ଏନେଇ ଶନିବାର ଅପରାହ୍ନ ପ୍ରାୟ ୫ ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।